ଯାତ୍ରା ପୁସ୍ତକ 40:23 - ପବିତ୍ର ବାଇବଲ23 ଏହା ପରେ ସେ ସଦାପ୍ରଭୁଙ୍କ ସମ୍ମୁଖରେ ଦର୍ଶନୀୟ ରୋଟୀର ଆୟୋଜନ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁଯାୟୀ ଏହା କରାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୋଟୀ ରଖିଲେ। Viz kapitolaଓଡିଆ ବାଇବେଲ23 ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ। Viz kapitola |