Online Bible

- Reklamy -




ଯାତ୍ରା ପୁସ୍ତକ 40:29 - ପବିତ୍ର ବାଇବଲ

29 ମୋଶା ପବିତ୍ର ତମ୍ବୁର ସମ୍ମୁଖରେ ବଳିଦାନ ପାଇଁ ଯଜ୍ଞବେଦି ରଖିଲେ ଏବଂ ସଦାପ୍ରଭୁଙ୍କର ମୋଶାଙ୍କୁ ଦେଇଥିବ ଆଜ୍ଞାନୁସାରେ ହୋମବଳି ଓ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ଓ ସମାଗମ-ତମ୍ଵୁର ଆବାସ-ଦ୍ଵାର ନିକଟରେ ହୋମବେଦି ରଖିତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।

Viz kapitola kopírovat

ଓଡିଆ ବାଇବେଲ

29 ଓ ସମାଗମ-ତମ୍ବୁର ଆବାସ-ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।

Viz kapitola kopírovat




ଯାତ୍ରା ପୁସ୍ତକ 40:29

Následuj nás:

Reklamy


Reklamy