ଯାତ୍ରା ପୁସ୍ତକ 40:30 - ପବିତ୍ର ବାଇବଲ30 ଏହା ପରେ ସେ ସମାଗମ-ତମ୍ବୁ ଓ ଯଜ୍ଞବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ ପାତ୍ର ରଖିଲେ ଓ ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଭର୍ତ୍ତି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା-ନୁସାରେ ସେ ସମାଗମ-ତମ୍ଵୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ। Viz kapitolaଓଡିଆ ବାଇବେଲ30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ-ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ। Viz kapitola |