ଯାତ୍ରା ପୁସ୍ତକ 40:36 - ପବିତ୍ର ବାଇବଲ36 ଯେତେବେଳେ ମେଘ ପବିତ୍ର ତମ୍ବୁରୁ ଦୂରକୁ ଗତି କଲା, ଇସ୍ରାଏଲର ଲୋକମାନେ ମଧ୍ୟ ଗତି କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)36 ପୁଣି ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣା-ମାନଙ୍କ ଯାତ୍ରାରେ ଅଗ୍ରସର ହେଲେ। Viz kapitolaଓଡିଆ ବାଇବେଲ36 ପୁଣି, ଆବାସ-ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ପୁଣି, ଆବାସ ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ। Viz kapitola |