ଯାତ୍ରା ପୁସ୍ତକ 40:37 - ପବିତ୍ର ବାଇବଲ37 କିନ୍ତୁ ଯେତେବେଳେ ମେଘ ସେହି ପବିତ୍ର ତମ୍ବୁକୁ ଆଚ୍ଛାଦନ କରିଥିଲା, ଲୋକମାନେ ସେତେବେଳେ ଚେଷ୍ଟା କରି ନ ଥିଲେ ଯିବା ପାଇଁ, ସେମାନେ ସେହିଠାରେ ମେଘ ଯିବା ପର୍ଯ୍ୟନ୍ତ ରହିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)37 ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ଵରେ ନିଆଗଲା ନାହିଁ, ସେତେବେଳେ ଊର୍ଦ୍ଧ୍ଵରେ ନିଆ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ। Viz kapitolaଓଡିଆ ବାଇବେଲ37 ମାତ୍ର ମେଘ ଯେତେବେଳେ ଉର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଉର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ମାତ୍ର ମେଘ ଯେତେବେଳେ ଊର୍ଦ୍ଧ୍ୱକୁ ନିତ ହେଲା ନାହିଁ, ସେତେବେଳେ ଊର୍ଦ୍ଧ୍ୱକୁ ନିତ ନ ହେବା ଦିନ ପର୍ଯ୍ୟନ୍ତ ସେମାନେ ଯାତ୍ରା କଲେ ନାହିଁ। Viz kapitola |