Online Bible

- Reklamy -




ଯାତ୍ରା ପୁସ୍ତକ 40:38 - ପବିତ୍ର ବାଇବଲ

38 ତେଣୁ ସଦାପ୍ରଭୁଙ୍କର ମେଘ ଦିନବେଳେ ପବିତ୍ର ତମ୍ବୁ ଉପରେ ରହିଲା। ରାତ୍ର ସମୟରେ ସେହି ମେଘରେ ଅଗ୍ନି ଦେଖାଗଲା। ତେଣୁ ଇସ୍ରାଏଲର ସମସ୍ତ ଲୋକେ ଯେତେବେଳେ ସେମାନେ ଯାତ୍ରା କଲେ, ମେଘ ଦେଖି ପାରିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

38 କାରଣ ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।

Viz kapitola kopírovat

ଓଡିଆ ବାଇବେଲ

38 କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

38 କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।

Viz kapitola kopírovat




ଯାତ୍ରା ପୁସ୍ତକ 40:38

Následuj nás:

Reklamy


Reklamy