ଯାତ୍ରା ପୁସ୍ତକ 5:10 - ପବିତ୍ର ବାଇବଲ10 ତେଣୁ ଇସ୍ରାଏଲୀୟ କ୍ରୀତଦାସମାନଙ୍କର ମୁନିବ ଓ ତଦାରଖକାରୀଗଣ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କୁ ଆଉ ପାଳ ନ ଦେବା ପାଇଁ ଫାରୋ ନିଷ୍ପତ୍ତି କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ। Viz kapitolaଓଡିଆ ବାଇବେଲ10 ତହିଁ ଉତ୍ତାରୁ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁ ଉତ୍ତାରେ ଲୋକମାନଙ୍କ କାର୍ଯ୍ୟଶାସକ ଓ ଅଧ୍ୟକ୍ଷଗଣ ବାହାରେ ଯାଇ ସେମାନଙ୍କୁ କହିଲେ, “ଫାରୋ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭମାନଙ୍କୁ ଆଉ ପାଳ ଦେବୁ ନାହିଁ। Viz kapitola |