Online Bible

- Reklamy -




ଯାତ୍ରା ପୁସ୍ତକ 5:11 - ପବିତ୍ର ବାଇବଲ

11 ତୁମ୍ଭେ ଆପଣା ପାଇଁ ନିଜେ ପାଳ ସଂଗ୍ରହ କର। କିନ୍ତୁ ମନେରଖ ପୂର୍ବପରି ତୁମ୍ଭେମାନେ ଯେତେ ସଂଖ୍ୟକ ଇଟା ନିର୍ମାଣ କରୁଥିଲ ସେତିକି ସଂଖ୍ୟକ ଇଟା ତିଆରି କରିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେମାନେ ଯେଉଁଠାରେ ପାଅ, ସେହିଠାକୁ ଯାଇ ପାଳ ସମ୍ପାଦ; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

11 ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯାଅ, ଯେଉଁଠାରେ ପାଳ ପାଇ ପାରିବ ସେହିଠାରୁ ଆପଣା ଆପଣା ନିମନ୍ତେ ତାହା ସଂଗ୍ରହ କର; ମାତ୍ର ତୁମ୍ଭମାନଙ୍କର କାର୍ଯ୍ୟ କିଛି ଊଣା ହେବ ନାହିଁ।’”

Viz kapitola kopírovat




ଯାତ୍ରା ପୁସ୍ତକ 5:11

Následuj nás:

Reklamy


Reklamy