ଯାତ୍ରା ପୁସ୍ତକ 5:14 - ପବିତ୍ର ବାଇବଲ14 ଫାରୋଙ୍କର ମୁନିବମାନେ, ତଦାରଖକାରୀମାନଙ୍କୁ ଲୋକମାନଙ୍କ ଉପରେ ନିଯୁକ୍ତ କଲେ। ସେମାନେ କ୍ରୀତଦାସମାନଙ୍କୁ ଗ୍ଭବୁକ ମାରି କହିଲେ, “କାହିଁକି ତୁମ୍ଭେମାନେ ଯେତେ ଇଟା ନିର୍ମାଣ କରୁଥିଲ, ସେତିକି ଇଟା ନିର୍ମାଣ କରୁ ନାହଁ? ପୂର୍ବରୁ ତୁମ୍ଭେମାନେ ଇଟା ତିଆରି କରିପାରୁଥିଲ, ଏବେ କାହିଁକି କରି ପାରିବ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)14 ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ? Viz kapitolaଓଡିଆ ବାଇବେଲ14 ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଫାରୋଙ୍କର କାର୍ଯ୍ୟଶାସକମାନେ ଇସ୍ରାଏଲ ବଂଶୀୟ ଯେଉଁ କାର୍ଯ୍ୟାଧ୍ୟକ୍ଷମାନଙ୍କୁ ରଖିଥିଲେ; ସେମାନଙ୍କୁ ପ୍ରହାର କରି କହିଲେ, “ତୁମ୍ଭେମାନେ ପୂର୍ବ ପରି ଇଟା ବନାଇବାର ନିରୂପିତ କର୍ମ କାହିଁକି ଆଜିକାଲି ସମ୍ପୂର୍ଣ୍ଣ କରୁ ନାହଁ?” Viz kapitola |