ଯାତ୍ରା ପୁସ୍ତକ 5:2 - ପବିତ୍ର ବାଇବଲ2 କିନ୍ତୁ ଫାରୋ କହିଲେ, “ସଦାପ୍ରଭୁ କିଏ? ମୁଁ କାହିଁକି ତାଙ୍କୁ ମାନିବି? ମୁଁ କାହିଁକି ଇସ୍ରାଏଲୀୟମାନଙ୍କୁ ଯିବାକୁ ଦେବି? ସଦାପ୍ରଭୁ କିଏ ମୁଁ ତାହା ଜାଣେ ନାହିଁ। ତେଣୁ ମୁଁ ଇସ୍ରାଏଲୀୟମାନଙ୍କୁ ଯିବାକୁ ଦେବି ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଫାରୋ କହିଲେ, ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଛାଡ଼ି ଦେବୁ? ଆମ୍ଭେ ସଦାପ୍ରଭୁକୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଛାଡ଼ି ଦେବୁ ନାହିଁ। Viz kapitolaଓଡିଆ ବାଇବେଲ2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଫାରୋ କହିଲେ, “ସଦାପ୍ରଭୁ କିଏ, ଯେ ଆମ୍ଭେ ତାହାର କଥା ମାନି ଇସ୍ରାଏଲକୁ ଯିବାକୁ ଦେବୁ? ଆମ୍ଭେ ସଦାପ୍ରଭୁଙ୍କୁ ଚିହ୍ନି ନାହୁଁ ଓ ଇସ୍ରାଏଲକୁ ଯିବାକୁ ଦେବୁ ନାହିଁ।” Viz kapitola |