Online Bible

- Reklamy -




ଯାତ୍ରା ପୁସ୍ତକ 5:21 - ପବିତ୍ର ବାଇବଲ

21 ତେଣୁ ସେମାନେ ମୋଶା ଓ ହାରୋଣଙ୍କୁ କହିଲେ, “ତୁମ୍ଭେମାନେ ଯାହା କଲ, ସଦାପ୍ରଭୁ ଦେଖନ୍ତୁ ଓ ତୁମ୍ଭମାନଙ୍କୁ ଦଣ୍ଡ ଦିଅନ୍ତୁ। ଫାରୋ ଏବଂ ତାଙ୍କର ଲୋକମାନେ ଆମ୍ଭମାନଙ୍କୁ ଯେପରି ଘୃଣା କରନ୍ତି। ତୁମ୍ଭେ ସେମାନଙ୍କ ହସ୍ତରେ ଆମ୍ଭମାନଙ୍କୁ ହତ୍ୟା କରିବା ପାଇଁ ଅସ୍ତ୍ରରେ ସଜ୍ଜିତ କରିଛ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଏଣୁ ସେମାନଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କର ସୁଗନ୍ଧକୁ ଦୁର୍ଗନ୍ଧ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ଼୍‍ଗ ଦେଲ।

Viz kapitola kopírovat

ଓଡିଆ ବାଇବେଲ

21 ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏଣୁ ସେମାନଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଦୃଷ୍ଟି କରି ବିଚାର କରନ୍ତୁ; ଯେହେତୁ ତୁମ୍ଭେମାନେ ଫାରୋ ଓ ତାଙ୍କର ଦାସମାନଙ୍କ ସାକ୍ଷାତରେ ଆମ୍ଭମାନଙ୍କୁ ଘୃଣାଯୋଗ୍ୟ କରି ଆମ୍ଭମାନଙ୍କ ହତ୍ୟା ନିମିତ୍ତ ସେମାନଙ୍କ ହସ୍ତରେ ଖଡ୍ଗ ଦେଲ।”

Viz kapitola kopírovat




ଯାତ୍ରା ପୁସ୍ତକ 5:21

Následuj nás:

Reklamy


Reklamy