ଯାତ୍ରା ପୁସ୍ତକ 5:22 - ପବିତ୍ର ବାଇବଲ22 ଏହା ପରେ ମୋଶା ସଦାପ୍ରଭୁଙ୍କ ପାଖକୁ ଫେରିଗଲେ ଓ କହିଲେ, “ହେ ପ୍ରଭୁ, କାହିଁକି ତୁମ୍ଭର ଲୋକମାନଙ୍କ ପାଇଁ ଏପରି ବିପଦମାନ ସୃଷ୍ଟି କଲ। ତୁମ୍ଭେ ମୋତେ କାହିଁକି ଏହି ସ୍ଥାନକୁ ପଠାଇଲ? Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, ହେ ପ୍ରଭୋ, ତୁମ୍ଭେ ଏହି ଲୋକମାନଙ୍କର ଅମଙ୍ଗଳ କାହିଁକି କଲ? ମୋତେ ବା ପଠାଇଲ କାହିଁକି? Viz kapitolaଓଡିଆ ବାଇବେଲ22 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୁ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ ? ତୁମ୍ଭେ କାହିଁକି ମୋତେ ପଠାଇଲ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କ ନିକଟକୁ ଫେରିଯାଇ କହିଲେ, “ହେ ପ୍ରଭୋ, ତୁମ୍ଭେ କାହିଁକି ଏହି ଲୋକମାନଙ୍କର ଅମଙ୍ଗଳ କରିଅଛ? ତୁମ୍ଭେ କାହିଁକି ମୋତେ ପଠାଇଲ? Viz kapitola |