ଯାତ୍ରା ପୁସ୍ତକ 5:8 - ପବିତ୍ର ବାଇବଲ8 କିନ୍ତୁ ସେମାନେ ପୂର୍ବପରି ଯେତେ ସଂଖ୍ୟକ ଇଟା ତିଆରି କରୁଥିଲେ, ସେମାନଙ୍କୁ ସେତିକ ଇଟା ତିଆରି କରାଅ। ସେମାନେ ଅଳସୁଆ ହୋଇଛନ୍ତି। ଯେଉଁଥିପାଇଁ ସେମାନେ ଯିବା ପାଇଁ ମୋତେ ଅନୁମତି ମାଗୁଛନ୍ତି। ତାଙ୍କର କିଛି କାର୍ଯ୍ୟ କରିବାକୁ ଇଚ୍ଛା ନାହିଁ। ଯେଣୁ ସେମାନେ ସେମାନଙ୍କର ପରମେଶ୍ୱରଙ୍କ ପାଇଁ ବଳିଦାନ ଉତ୍ସର୍ଗ କରିବାକୁ ଗ୍ଭହୁଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ପୂର୍ବରେ ସେମାନଙ୍କ ଉପରେ ଯେତେ ଇଷ୍ଟକ ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ; ଏଣୁ ଆମ୍ଭମାନଙ୍କୁ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଛାଡ଼ି ଦିଅ ବୋଲି ଡକା ପକାଉ ଅଛନ୍ତି; Viz kapitolaଓଡିଆ ବାଇବେଲ8 ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉ ଅଛନ୍ତି; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି, ପୂର୍ବରେ ସେମାନଙ୍କ ଉପରେ ଯେତେ ଇଟା ନିର୍ମାଣର ଭାର ଥିଲା, ଏବେ ସେହି ଭାର ଦିଅ; ତହିଁରୁ କିଛିମାତ୍ର ଊଣା କର ନାହିଁ; ଯେହେତୁ ସେମାନେ ଅଳସୁଆ ଅଟନ୍ତି; ‘ଏଣୁ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାକୁ ଯିବାକୁ ଦିଅ ବୋଲି ଡାକ ପକାଉଅଛନ୍ତି;’ Viz kapitola |