ଯାତ୍ରା ପୁସ୍ତକ 6:1 - ପବିତ୍ର ବାଇବଲ1 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ବର୍ତ୍ତମାନ ତୁମ୍ଭେ ଦେଖିବ ମୁଁ ଫାରୋଙ୍କୁ କ’ଣ କରିବି। ମୋର ମହାନ ଶକ୍ତି ତାଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ ଏବଂ ସେ ମୋର ଲୋକମାନଙ୍କୁ ଯିବାକୁ ଦେବ। ବର୍ତ୍ତମାନ ସେ ଲୋକମାନଙ୍କୁ ବାଧ୍ୟ କରିବ ତାଙ୍କର ଦେଶ ଛାଡ଼ି ଯିବା ପାଇଁ?” Viz kapitolaପବିତ୍ର ବାଇବଲ (Re-edited) - (BSI)1 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଛାଡ଼ି ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ। Viz kapitolaଓଡିଆ ବାଇବେଲ1 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଫାରୋ ପ୍ରତି ଯାହା କରିବା, ତାହା ତୁମ୍ଭେ ଏବେ ଦେଖିବ; କାରଣ ବାହୁ ବଳ ପ୍ରକାଶିତ ହେଲେ, ସେ ଲୋକମାନଙ୍କୁ ଯିବାକୁ ଦେବ ଓ ବାହୁ ବଳ ପ୍ରକାଶିତ ହେଲେ, ଆପଣା ଦେଶରୁ ସେମାନଙ୍କୁ ତଡ଼ି ଦେବ।” Viz kapitola |