ଯାତ୍ରା ପୁସ୍ତକ 6:11 - ପବିତ୍ର ବାଇବଲ11 “ମିଶରର ରାଜା ଫାରୋଙ୍କୁ ଯାଇ କୁହ, ତାଙ୍କର ଦେଶରୁ ଇସ୍ରାଏଲ ସନ୍ତାନଗଣଙ୍କୁ ପଠେଇ ଦେବା ପାଇଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ବିଦାୟ କର। Viz kapitolaଓଡିଆ ବାଇବେଲ11 “ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ ସନ୍ତାନଗଣକୁ ଯିବାକୁ ଦିଅ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 “ତୁମ୍ଭେ ଯାଇ ମିସରର ରାଜା ଫାରୋକୁ କୁହ, ତୁମ୍ଭ ଦେଶରୁ ଇସ୍ରାଏଲ-ସନ୍ତାନଗଣକୁ ଯିବାକୁ ଦିଅ।” Viz kapitola |