Online Bible

- Reklamy -




ଯାତ୍ରା ପୁସ୍ତକ 6:20 - ପବିତ୍ର ବାଇବଲ

20 ଅମ୍ରମ୍ 137 ବର୍ଷ ବଞ୍ଚିଲେ। ଅମ୍ରମ୍ ତାଙ୍କ ପିତାଙ୍କର ଭଉଣୀଙ୍କୁ ବିବାହ କରିଥିଲେ, ତାଙ୍କର ନାମ ଥିଲା ଯୋକେବଦ। ଏଣୁ ଅମ୍ରମ୍ ଆଉ ଯୋକେବଦ ହାରୋଣ ଓ ମୋଶାଙ୍କୁ ଜନ୍ମ ଦେଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ପୁଣି ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା ; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।

Viz kapitola kopírovat

ଓଡିଆ ବାଇବେଲ

20 ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।

Viz kapitola kopírovat




ଯାତ୍ରା ପୁସ୍ତକ 6:20

Následuj nás:

Reklamy


Reklamy