ଯାତ୍ରା ପୁସ୍ତକ 6:25 - ପବିତ୍ର ବାଇବଲ25 ହାରୋଣର ପୁତ୍ର ଇଲିୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କଲେ ଓ ସେ ପୀନହସ୍କୁ ଜନ୍ମ ଦେଲା। ଏମାନେ ସମସ୍ତେ ଲେବୀୟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସକୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। Viz kapitolaଓଡିଆ ବାଇବେଲ25 ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ହାରୋଣଙ୍କର ପୁତ୍ର ଇଲୀୟାସର ଫୂଟୀୟେଲର ଏକ କନ୍ୟାକୁ ବିବାହ କରନ୍ତେ, ସେ ତାଙ୍କର ଔରସରେ ପୀନହସ୍କୁ ପ୍ରସବ କଲା, ଏମାନେ ଲେବୀୟମାନଙ୍କ ବଂଶଭେଦାନୁସାରେ ସେମାନଙ୍କ ପିତୃବଂଶ ମଧ୍ୟରେ ପ୍ରଧାନ ଥିଲେ। Viz kapitola |