ଯାତ୍ରା ପୁସ୍ତକ 6:30 - ପବିତ୍ର ବାଇବଲ30 କିନ୍ତୁ ମୋଶା ଉତ୍ତର ଦେଲେ, “ମୁଁ ଜଣେ ଅତି ମନ୍ଦ ବକ୍ତା, ରାଜା ମୋ’ କଥା ଶୁଣିବେ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)30 ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, ଅସୁନ୍ନତ-ଓଷ୍ଠ ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ? Viz kapitolaଓଡିଆ ବାଇବେଲ30 ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋ’ କଥା ଫାରୋ କି ପ୍ରକାରେ ଶୁଣିବେ?” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ତହିଁରେ ମୋଶା ସଦାପ୍ରଭୁଙ୍କ ସାକ୍ଷାତରେ କହିଥିଲେ, “ମନ୍ଦ ବକ୍ତା ଯେ ମୁଁ, ମୋʼ କଥା ଫାରୋ କିପ୍ରକାରେ ଶୁଣିବେ?” Viz kapitola |