ଯାତ୍ରା ପୁସ୍ତକ 6:4 - ପବିତ୍ର ବାଇବଲ4 ଆମ୍ଭେ ସେମାନଙ୍କ ସହିତ ଚୁକ୍ତି କରିଥିଲୁ ଏବଂ ଆମ୍ଭେ ସେମାନଙ୍କୁ କିଣାନ ଦେଶ ଦେବା ପାଇଁ ସେମାନଙ୍କଠାରେ ପ୍ରତିଜ୍ଞା କରିଥିଲୁ। ସେମାନେ ସେଠାରେ ବାସ କରୁଥିଲେ କିନ୍ତୁ ସେ ଦେଶ ସେମାନଙ୍କର ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ପୁଣି କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ। Viz kapitolaଓଡିଆ ବାଇବେଲ4 ପୁଣି, କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, କିଣାନ ଦେଶ, ଅର୍ଥାତ୍, ଯହିଁରେ ସେମାନେ ପ୍ରବାସ କଲେ, ସେହି ପ୍ରବାସ-ଦେଶ ମଧ୍ୟ ସେମାନଙ୍କୁ ଦେବା ବୋଲି ସେମାନଙ୍କ ସହିତ ନିୟମ ସ୍ଥିର କରିଥିଲୁ। Viz kapitola |