ଯାତ୍ରା ପୁସ୍ତକ 6:5 - ପବିତ୍ର ବାଇବଲ5 ବର୍ତ୍ତମାନ ଇସ୍ରାଏଲୀୟମାନଙ୍କର ଆର୍ତ୍ତ ଚିତ୍କାର ଆମ୍ଭେ ଶୁଣିଅଛୁ। ଆମ୍ଭେ ଦେଖିଅଛୁ ମିଶରବାସୀମାନେ କିପରି ସେମାନଙ୍କୁ କ୍ରୀତଦାସ କରିଅଛନ୍ତି। ଏବଂ ଆମ୍ଭେ ଆମ୍ଭର ଚୁକ୍ତି ମନେ ରଖିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ଵରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ। Viz kapitolaଓଡିଆ ବାଇବେଲ5 ଏବେ ମିସ୍ରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏବେ ମିସରୀୟମାନେ ଯେଉଁମାନଙ୍କୁ ଦାସତ୍ୱରେ ରଖିଅଛନ୍ତି, ସେହି ଇସ୍ରାଏଲ-ସନ୍ତାନଗଣର ଆର୍ତ୍ତନାଦ ଶୁଣି ଆମ୍ଭେ ଆପଣାର ସେହି ନିୟମ ସ୍ମରଣ କରିଅଛୁ। Viz kapitola |