ଯାତ୍ରା ପୁସ୍ତକ 6:7 - ପବିତ୍ର ବାଇବଲ7 ତୁମ୍ଭେମାନେ ଆମ୍ଭର ଲୋକ ହେବ। ଏବଂ ଆମ୍ଭେ ତୁମ୍ଭର ପରମେଶ୍ୱର ହେବା। ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ। ଏବଂ ତୁମ୍ଭେ ଜାଣିବ ଯେ, ଆମ୍ଭେ ତୁମ୍ଭମାନଙ୍କୁ ମିଶରୀୟମାନଙ୍କ ଦାଉରୁ ରକ୍ଷା କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ। Viz kapitolaଓଡିଆ ବାଇବେଲ7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସ୍ରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ। Viz kapitola |