Online Bible

- Reklamy -




ଯାତ୍ରା ପୁସ୍ତକ 6:8 - ପବିତ୍ର ବାଇବଲ

8 ଆମ୍ଭେ ଅବ୍ରହାମ, ଇ‌ସ୍‌ହାକ ଏବଂ ଯାକୁବଙ୍କ ସହ ମହତ୍ ପ୍ରତିଜ୍ଞା କରିଅଛୁ। ଆମ୍ଭେ ପ୍ରତିଜ୍ଞା କରିଅଛୁ ତୁମ୍ଭମାନଙ୍କୁ ସେହି ଭୂମି ଦେବା ପାଇଁ। ଏବଂ ତୁମ୍ଭମାନଙ୍କୁ ସେହି ଭୂମିକୁ ନେଇଯିବାକୁ। ଏହା ତୁମ୍ଭମାନଙ୍କର ହେବ। ଆମ୍ଭେ ସଦାପ୍ରଭୁ ଅଟୁ।”’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଆମ୍ଭେ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମିତ୍ତ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ।

Viz kapitola kopírovat

ଓଡିଆ ବାଇବେଲ

8 ଆମ୍ଭେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆମ୍ଭେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ନିମନ୍ତେ ଆପଣା ହସ୍ତ ଉଠାଇଅଛୁ, ସେହି ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ଘେନିଯିବା; ପୁଣି, ଆମ୍ଭେ ଅଧିକାରାର୍ଥେ ତାହା ତୁମ୍ଭମାନଙ୍କୁ ଦେବା; ଆମ୍ଭେ ସଦାପ୍ରଭୁ ଅଟୁ।’”

Viz kapitola kopírovat




ଯାତ୍ରା ପୁସ୍ତକ 6:8

Následuj nás:

Reklamy


Reklamy