ଯାତ୍ରା ପୁସ୍ତକ 7:1 - ପବିତ୍ର ବାଇବଲ1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ମୁଁ ତୁମ୍ଭଙ୍କୁ ଫାରୋଙ୍କ ନିକଟରେ ପରମେଶ୍ୱର ତୁଲ୍ୟ କରିଅଛି। ଏବଂ ତୁମ୍ଭର ଭାଇ ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ଵର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ। Viz kapitolaଓଡିଆ ବାଇବେଲ1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ଫାରୋ ନିକଟରେ ପରମେଶ୍ୱର ତୁଲ୍ୟ କରି ନିଯୁକ୍ତ କଲୁ ଓ ତୁମ୍ଭ ଭ୍ରାତା ହାରୋଣ ତୁମ୍ଭର ଭବିଷ୍ୟଦ୍ବକ୍ତା ହେବ। Viz kapitola |