ଯାତ୍ରା ପୁସ୍ତକ 7:12 - ପବିତ୍ର ବାଇବଲ12 ସେମାନେ ତାଙ୍କର ଆଶାବାଡ଼ିକୁ ଭୂମିରେ ଫିଙ୍ଗି ଦେଲେ ଏବଂ ତାଙ୍କର ଆଶାବାଡ଼ି ସର୍ପରେ ପରିଣତ ହୋଇଗଲା। କିନ୍ତୁ ହାରୋଣଙ୍କର ଆଶାବାଡ଼ି ତାଙ୍କର ସମସ୍ତଙ୍କୁ ଖାଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା। Viz kapitolaଓଡିଆ ବାଇବେଲ12 ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା। Viz kapitola |