ଯାତ୍ରା ପୁସ୍ତକ 7:2 - ପବିତ୍ର ବାଇବଲ2 ତୁମ୍ଭର ଭାଇ ହାରୋଣଙ୍କୁ ମୋର ସମସ୍ତ ଆଜ୍ଞା କୁହ। ସେ ରାଜା ଫାରୋଙ୍କୁ କହିବ, ମୁଁ ଯାହାସବୁ କହିଅଛି, ଫାରୋ ନିଶ୍ଚୟ ଇସ୍ରାଏଲୀୟ ଲୋକମାନଙ୍କୁ ତାଙ୍କ ଦେଶରୁ ବାହାରକୁ ଯିବାକୁ ଛାଡ଼ି ଦେବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି ଫାରୋ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଦେବା ପାଇଁ ତୁମ୍ଭ ଭ୍ରାତା ହାରୋଣ ତାହାକୁ କହିବ। Viz kapitolaଓଡିଆ ବାଇବେଲ2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହା ସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରିବା, ତାହାସବୁ ତୁମ୍ଭେ କହିବ; ପୁଣି, ତୁମ୍ଭ ଭ୍ରାତା ହାରୋଣ ଇସ୍ରାଏଲ-ସନ୍ତାନଗଣକୁ ଆପଣା ଦେଶରୁ ଛାଡ଼ି ଯିବାକୁ ଫାରୋଙ୍କୁ କହିବ। Viz kapitola |