ଯାତ୍ରା ପୁସ୍ତକ 7:20 - ପବିତ୍ର ବାଇବଲ20 ତେଣୁ ମୋଶା ଏବଂ ହାରୋଣ ସଦାପ୍ରଭୁଙ୍କର ଆଜ୍ଞାନୁସାରେ କାର୍ଯ୍ୟ କଲେ। ହାରୋଣ ତାଙ୍କର ହସ୍ତ ପ୍ରସାରଣ କରି ତାଙ୍କର ଆଶାବାଡ଼ି ଦ୍ୱାରା ନୀଳନଦୀର ଜଳକୁ ସ୍ପର୍ଶ କଲେ। ସେ ଏପରି ଫାରୋ ଓ ତାଙ୍କର କର୍ମଗ୍ଭରୀମାନଙ୍କ ସମ୍ମୁଖରେ କଲେ। ତେଣୁ ନଦୀର ସମସ୍ତ ଜଳ ରକ୍ତରେ ପରିଣତ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀଜଳ ରକ୍ତ ହୋଇଗଲା। Viz kapitolaଓଡିଆ ବାଇବେଲ20 ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହୁଁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେହି ପ୍ରକାର କଲେ; ସେ ଯଷ୍ଟି ଘେନି ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ନଦୀର ଜଳ ଉପରେ ପ୍ରହାର କଲେ; ତହିଁରେ ସମୁଦାୟ ନଦୀର ଜଳ ରକ୍ତ ହୋଇଗଲା। Viz kapitola |