ଯାତ୍ରା ପୁସ୍ତକ 7:23 - ପବିତ୍ର ବାଇବଲ23 ଫାରୋ ମୋଶା ଏବଂ ହାରୋଣଙ୍କର କାର୍ଯ୍ୟରେ ଧ୍ୟାନ ନ ଦେଇ ଗୃହକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଅନନ୍ତର ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ। Viz kapitolaଓଡିଆ ବାଇବେଲ23 ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ଫାରୋ ମୁଖ ଫେରାଇ ଆପଣା ଗୃହକୁ ଗଲେ, ଏଥିରେ ଆପଣା ମନ ଦେଲେ ନାହିଁ। Viz kapitola |