ଯାତ୍ରା ପୁସ୍ତକ 8:15 - ପବିତ୍ର ବାଇବଲ15 ଫାରୋ ହୃଦୟଙ୍ଗମ କଲେ ଯେ, ସେ ବେଙ୍ଗମାନଙ୍କ ଦାଉରୁ ରକ୍ଷା ପାଇଲେ। ଏବଂ ସେ ପୁଣି ଜିଦ୍ଖୋର ହେଲେ। ସେ ସେମାନଙ୍କ କଥା ଶୁଣିଲେ ନାହିଁ। ସଦାପ୍ରଭୁ ଯେପରି କହିଥିଲେ, ସେହିପରି ସବୁ ଘଟିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟପ୍ରମାଣେ ଆପଣା ହୃଦୟ ଭାରୀ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। Viz kapitolaଓଡିଆ ବାଇବେଲ15 ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମାତ୍ର ଫାରୋ ବିପଦର ନିବୃତ୍ତି ଦେଖି ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ହୃଦୟ କଠିନ କଲେ ଓ ସେମାନଙ୍କ ବାକ୍ୟରେ ମନୋଯୋଗ କଲେ ନାହିଁ। Viz kapitola |