ଯାତ୍ରା ପୁସ୍ତକ 8:20 - ପବିତ୍ର ବାଇବଲ20 ପରମେଶ୍ୱର ମୋଶାଙ୍କୁ କହିଲେ, “ପ୍ରଭାତରୁ ଉଠି ଫାରୋଙ୍କ ନିକଟକୁ ଯାଅ। ସେ ଯେତେବେଳେ ନଦୀକୂଳକୁ ଯିବ। ଏହିପରି କୁହ ସଦାପ୍ରଭୁ କହିଲେ, ‘ମୋର ଲୋକମାନଙ୍କୁ ଛାଡ଼ ସେମାନେ ମୋର ଉପାସନା କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଛିଡ଼ା ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାକୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଛାଡ଼ିଦିଅ। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପ୍ରଭାତରେ ଉଠି ଫାରୋ ସମ୍ମୁଖରେ ଠିଆ ହୁଅ; ଦେଖ, ସେ ଜଳ ନିକଟକୁ ଆସିଲେ, ତୁମ୍ଭେ ତାହାଙ୍କୁ ଏହି କଥା କହିବ, ‘ସଦାପ୍ରଭୁ କହନ୍ତି, ଆମ୍ଭର ସେବା କରିବାକୁ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ। Viz kapitola |