ଯାତ୍ରା ପୁସ୍ତକ 8:27 - ପବିତ୍ର ବାଇବଲ27 ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ ଉତ୍ସର୍ଗ କରିବା ନିମନ୍ତେ ଆମ୍ଭମାନଙ୍କୁ ତିନି ଦିନ ପାଇଁ ମରୁଭୂମିକୁ ଯିବାକୁ ଅନୁମତି ଦିଅ। ଯେହେତୁ ସଦାପ୍ରଭୁ ଆମ୍ଭମାନଙ୍କୁ ଏହା କରିବାକୁ ଆଜ୍ଞା କରିଅଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)27 ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା। Viz kapitolaଓଡିଆ ବାଇବେଲ27 ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଣୁକରି ଆମ୍ଭେମାନେ ତିନି ଦିନର ବାଟ ପ୍ରାନ୍ତରକୁ ଯାଇ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱର ଯେଉଁ ଆଜ୍ଞା ଦେବେ, ତଦନୁସାରେ ତାହାଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା।” Viz kapitola |