Online Bible

- Reklamy -




ଯାତ୍ରା ପୁସ୍ତକ 8:5 - ପବିତ୍ର ବାଇବଲ

5 ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ ସେ ତା'ର ଆଶାବାଡ଼ିକୁ ଧରି ନଦୀ, ହ୍ରଦ, କେନାଲ୍, ସବୁଆଡ଼େ ବୁଲାଉ। ଏହା ପରେ ବେଙ୍ଗମାନେ ମିଶରର ସ୍ଥଳଭାଗକୁ ଉଠି ଆସିବେ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।

Viz kapitola kopírovat

ଓଡିଆ ବାଇବେଲ

5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ହାରୋଣକୁ କୁହ, ‘ତୁମ୍ଭେ ନଦୀ, ନାଳ ଓ ପୁଷ୍କରିଣୀ ଉପରେ ଆପଣାର ସଯଷ୍ଟି ହସ୍ତ ବିସ୍ତାର କରି ମିସର ଦେଶ ଉପରେ ବେଙ୍ଗ ଅଣାଅ।’”

Viz kapitola kopírovat




ଯାତ୍ରା ପୁସ୍ତକ 8:5

Následuj nás:

Reklamy


Reklamy