ଯାତ୍ରା ପୁସ୍ତକ 8:7 - ପବିତ୍ର ବାଇବଲ7 ମନ୍ତ୍ରଜ୍ଞମାନେ ମଧ୍ୟ ସେମାନଙ୍କର ଗୁପ୍ତ ଯାଦୁବିଦ୍ୟା ବଳରେ ଠିକ୍ ସେହିପରି ବେଙ୍ଗମାନଙ୍କୁ ବାହାର କରି ପାରିଲେ। ଯେଉଁଥିପାଇଁ ସମଗ୍ର ମିଶର ବେଙ୍ଗରେ ପରିପୂର୍ଣ୍ଣ ହୋଇଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ। Viz kapitolaଓଡିଆ ବାଇବେଲ7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେତେବେଳେ ମନ୍ତ୍ରଜ୍ଞମାନେ ଆପଣାମାନଙ୍କ ମାୟାରେ ସେପ୍ରକାର କରି ମିସର ଦେଶ ଉପରେ ବେଙ୍ଗ ଆଣିଲେ। Viz kapitola |