ଯାତ୍ରା ପୁସ୍ତକ 8:8 - ପବିତ୍ର ବାଇବଲ8 ଫାରୋ ମୋଶା ଏବଂ ହାରୋଣଙ୍କୁ ଡାକିଲେ। ଫାରୋ କହିଲେ, “ସଦାପ୍ରଭୁଙ୍କୁ କୁହ ମୋ’ ଉପରୁ, ମୋର ଲୋକମାନଙ୍କ ଉପରୁ ବେଙ୍ଗମାନଙ୍କୁ କାଢ଼ି ନିଅନ୍ତୁ। ମୁଁ ତାଙ୍କର ସମସ୍ତ ଲୋକଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଛାଡ଼ି ଦେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଛାଡ଼ି ଦେବା। Viz kapitolaଓଡିଆ ବାଇବେଲ8 ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ଫାରୋ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଆମ୍ଭଠାରୁ ଓ ଆମ୍ଭ ଲୋକଙ୍କଠାରୁ ଏହିସବୁ ବେଙ୍ଗ ଦୂର କରିବା ପାଇଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର; ତହିଁରେ ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ନିମନ୍ତେ ଲୋକମାନଙ୍କୁ ଯିବାକୁ ଦେବା।” Viz kapitola |