ଯାତ୍ରା ପୁସ୍ତକ 9:14 - ପବିତ୍ର ବାଇବଲ14 ଏହି ସମୟରେ ମୋର ସମସ୍ତ ଶକ୍ତି ତୁମ୍ଭ ବିରୁଦ୍ଧରେ, ତୁମ୍ଭର କର୍ମଗ୍ଭରୀ ଏବଂ ତୁମ୍ଭର ସମସ୍ତ ଲୋକମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ଏହା ପରେ ତୁମ୍ଭେ ଜାଣିବ ଯେ, ମୋ’ ପରି ଆଉ କୌଣସି ପରମେଶ୍ୱର ପୃଥିବୀରେ ନାହାନ୍ତିା Viz kapitolaପବିତ୍ର ବାଇବଲ (Re-edited) - (BSI)14 ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହିଁ, ଏହା ତୁମ୍ଭେ ଜ୍ଞାତ ହେବ। Viz kapitolaଓଡିଆ ବାଇବେଲ14 ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ନୋହିଲେ ଏହିଥର ଆମ୍ଭେ ତୁମ୍ଭ ହୃଦୟ ବିରୁଦ୍ଧରେ, ପୁଣି, ତୁମ୍ଭ ଦାସଗଣ ଓ ଲୋକମାନଙ୍କ ମଧ୍ୟରେ ଆମ୍ଭର ସର୍ବପ୍ରକାର ମହାମାରୀ ପଠାଇବା; ତହିଁରେ ସମୁଦାୟ ପୃଥିବୀରେ ଆମ୍ଭ ତୁଲ୍ୟ କେହି ନାହାନ୍ତି, ଏହା ତୁମ୍ଭେ ଜ୍ଞାତ ହେବ। Viz kapitola |