ଯାତ୍ରା ପୁସ୍ତକ 9:27 - ପବିତ୍ର ବାଇବଲ27 ଫାରୋ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ ସେମାନଙ୍କୁ କହିଲେ, “ଏଥର ମୁଁ ପାପ କରିଛି। ସଦାପ୍ରଭୁ ସତ୍ୟ, ସେ ଉତ୍ତମ କରିଛନ୍ତି। ମୁଁ ଏବଂ ମୋର ଲୋକମାନେ ପାପ କରିଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଅନନ୍ତର ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ଆମ୍ଭେ ପାପ କଲୁ; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ। Viz kapitolaଓଡିଆ ବାଇବେଲ27 ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଏହି ଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ। Viz kapitola |