ଯାତ୍ରା ପୁସ୍ତକ 9:3 - ପବିତ୍ର ବାଇବଲ3 ତେବେ ସଦାପ୍ରଭୁ ତୁମ୍ଭର ପଶୁମାନଙ୍କ ଉପରେ ତାଙ୍କର ମହାନ ଶକ୍ତି ପ୍ରୟୋଗ କରିବେ। ସଦାପ୍ରଭୁ ତୁମ୍ଭମାନଙ୍କର ପଶୁ ଯଥା: ଘୋଡ଼ାମାନଙ୍କର, ଗଧମାନଙ୍କର, ଓଟମାନଙ୍କର, ଗାଈ ଗୋରୁମାନଙ୍କର, ମେଣ୍ଢାମାନଙ୍କଠାରେ ମାହାମାରୀ ସୃଷ୍ଟି କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଟକ, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। Viz kapitolaଓଡିଆ ବାଇବେଲ3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ। Viz kapitola |