ଯାତ୍ରା ପୁସ୍ତକ 9:34 - ପବିତ୍ର ବାଇବଲ34 ଯେତେବେଳେ ଫାରୋ ଦେଖିଲେ ବଜ୍ର ଓ ଶିଳାବୃଷ୍ଟି ବନ୍ଦ ହୋଇଗଲା ସେ ପୁନରାୟ ଅନ୍ୟାୟ କଲେ। ସେ ଏବଂ ତାଙ୍କର କର୍ମଗ୍ଭରୀମାନେ ପୁଣି କଠୋର ହୃଦୟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)34 ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ ଭାରୀ କଲେ। Viz kapitolaଓଡିଆ ବାଇବେଲ34 ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେତେବେଳେ ବୃଷ୍ଟି ଓ ଶିଳାପାତ ଓ ମେଘ ଗର୍ଜ୍ଜନ ନିବୃତ୍ତ ହେବାର ଦେଖି ଫାରୋ ଆହୁରି ପାପ କଲେ, ପୁଣି, ସେ ଓ ତାଙ୍କ ଦାସମାନେ ଆପଣା ଆପଣା ମନ କଠିନ କଲେ। Viz kapitola |