ଯିହିଜିକଲ 1:11 - ପବିତ୍ର ବାଇବଲ11 ପ୍ରାଣୀଗୁଡ଼ିକର ଡେଣାଗୁଡ଼ିକ ସେମାନଙ୍କୁ ଘୋଡ଼େଇ ରଖିଥିଲା। ପ୍ରତ୍ୟେକ ପ୍ରାଣୀର ଦୁଇଟି ଡେଣା ଏହାର ପାଖରେ ଥିବା ଅନ୍ୟ ଗୋଟିଏ ପ୍ରାଣୀ ପାଖକୁ ପହଞ୍ଚୁ ଥିଲା ଏବଂ ଅନ୍ୟ ଦୁଇଟି ଡେଣା ଏହାର ଦେହକୁ ଆଚ୍ଛାଦନ କରୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)11 ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ଏକଆରେକର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା। Viz kapitolaଓଡିଆ ବାଇବେଲ11 ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଉପର ଭାଗରେ ସେମାନଙ୍କର ମୁଖ ଓ ପକ୍ଷ ବିଭିନ୍ନ ଥିଲା; ପ୍ରତ୍ୟେକର ଦୁଇ ଦୁଇ ପକ୍ଷ ପରସ୍ପର ସଂଯୁକ୍ତ ଥିଲା ଓ ଦୁଇ ଦୁଇ ପକ୍ଷ ସେମାନଙ୍କର ଶରୀର ଆଚ୍ଛାଦନ କଲା। Viz kapitola |