ଯିହିଜିକଲ 1:15 - ପବିତ୍ର ବାଇବଲ15-16 ମୁଁ ଜୀବିତ ପ୍ରାଣୀମାନଙ୍କୁ ଦେଖିଲି ଏବଂ ଦେଖିଲି ଯେ, ପ୍ରତ୍ୟେକ ଜୀବିତ ପ୍ରାଣୀମାନଙ୍କର ଗ୍ଭରି ମୁଖର ସହିତ, ପାର୍ଶ୍ୱରେ ଗୋଟିଏ ଗୋଟିଏ ଚକ ଥିଲା। ସେମାନେ ମଣିପରି ଉଜ୍ଜ୍ୱଳ ଥିଲେ ଏବଂ ସେମାନଙ୍କର ଆକୃତି ସମାନ ଥିଲା ଏବଂ ପ୍ରତ୍ୟେକ ଗୋଟିଏ ଚକ ମଧ୍ୟରେ ଗୋଟିଏ ଚକ ସଦୃଶ ଦେଖାଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)15 ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ଵରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା। Viz kapitolaଓଡିଆ ବାଇବେଲ15 ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା। Viz kapitola |