ଯିହିଜିକଲ 1:19 - ପବିତ୍ର ବାଇବଲ19 ସେହି ଜୀବିତ ପ୍ରାଣୀମାନଙ୍କ ଗତି ସହିତ ସେହି ଚକସବୁ ଗ୍ଭଳିତ ହେଲା। ପୁଣି ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥିତ ହେଲା ବେଳେ ଚକଗୁଡ଼ିକ ଉତ୍ଥିତ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ଵରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ହିଁ ଉତ୍ଥାପିତ ହେଲେ। Viz kapitolaଓଡିଆ ବାଇବେଲ19 ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ସେହି ଜୀବିତ ପ୍ରାଣୀମାନେ ଗମନ କରିବା ବେଳେ ସେହି ଚକ୍ରସବୁ ସେମାନଙ୍କ ପାର୍ଶ୍ୱରେ ଚଳିଲେ; ପୁଣି, ଜୀବିତ ପ୍ରାଣୀମାନେ ଭୂମିରୁ ଉତ୍ଥାପିତ ହେବା ବେଳେ ଚକ୍ରସବୁ ମଧ୍ୟ ଉତ୍ଥାପିତ ହେଲେ। Viz kapitola |