ଯିହିଜିକଲ 1:24 - ପବିତ୍ର ବାଇବଲ24 ଏବଂ ସେମାନେ ଗମନ କଲା ସମୟରେ ମୁଁ ସେମାନଙ୍କର ପକ୍ଷର ଶବ୍ଦ ଶୁଣିଲି, ତାହା ମହାଜଳ ରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନ ପରମେଶ୍ୱରଙ୍କର ସ୍ୱର ତୁଲ୍ୟ ଓ ସୈନ୍ୟଦଳର କୋଳାହଳ ଶବ୍ଦ ତୁଲ୍ୟ ଥିଲା। ସେମାନେ ଅଟକିଲା ବେଳେ ନିଜ ନିଜ ପକ୍ଷ ସଙ୍କୋଚନ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷର ଶଦ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶଦ୍ଦ ତୁଲ୍ୟ କୋଳାହଳ ଶଦ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ। Viz kapitolaଓଡିଆ ବାଇବେଲ24 ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ। Viz kapitola |