ଯିହିଜିକଲ 1:26 - ପବିତ୍ର ବାଇବଲ26 ଏବଂ ଆସ୍ତରଣ ଉପରକୁ ସେମାନଙ୍କର ମସ୍ତକ ଚତୁର୍ପାର୍ଶ୍ୱରେ ନୀଳକାନ୍ତମଣିରେ ନିର୍ମିତ ହୋଇଥିବା ଏକ ସିଂହାସନ ଥିଲା, ଆଉ ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ ଏକ ଆକୃତି ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ଵରେ ନୀଳକା; ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ଵ ଭାଗରେ ଥିଲା। Viz kapitolaଓଡିଆ ବାଇବେଲ26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଉର୍ଦ୍ଧ୍ୱରେ ନୀଳକାନ୍ତ ମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଉର୍ଦ୍ଧ୍ୱ ଭାଗରେ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି, ସେମାନଙ୍କ ମସ୍ତକର ଉପରିସ୍ଥ ଶୂନ୍ୟର ଊର୍ଦ୍ଧ୍ୱରେ ନୀଳକାନ୍ତମଣି ସଦୃଶ ଏକ ସିଂହାସନର ଆକୃତି ଥିଲା; ଆଉ, ସେହି ସିଂହାସନର ଆକୃତି ଉପରେ ମନୁଷ୍ୟ ସଦୃଶ୍ୟ ଏକ ଆକୃତି ତହିଁର ଊର୍ଦ୍ଧ୍ୱ ଭାଗରେ ଥିଲା। Viz kapitola |