ଯିହିଜିକଲ 1:27 - ପବିତ୍ର ବାଇବଲ27 ଏବଂ ମୁଁ ତାଙ୍କର କଟିର ଉପର ଭାଗର ଚତୁର୍ଦ୍ଦିଗ ଉତ୍ତପ୍ତ ତମ୍ବାତୁଲ୍ୟ ଉଜ୍ଜ୍ୱଳ ଥିବାର ଦେଖିଲି। ପୁଣି କଟିଦେଶର ତଳ ଭାଗର ଚତୁର୍ଦ୍ଦିଗ ଅଗ୍ନି ସଦୃଶ ଆଭାମୟ ଥିବାର ଦେଖିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)27 ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଊର୍ଦ୍ଧ୍ଵରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା। Viz kapitolaଓଡିଆ ବାଇବେଲ27 ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଉର୍ଦ୍ଧ୍ୱରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ମୁଁ ତାହାଙ୍କ କଟିଦେଶର ଆକୃତି ଓ ତହିଁର ଊର୍ଦ୍ଧ୍ୱରୁ, ତହିଁର ଭିତରେ ଓ ଚତୁର୍ଦ୍ଦିଗରେ ଅଗ୍ନି ସଦୃଶ ଉତ୍ତପ୍ତ ଧାତୁର ଆଭା ତୁଲ୍ୟ ଆଭା ଦେଖିଲି ଓ ତାହାଙ୍କ କଟିଦେଶର ଆକୃତିଠାରୁ ତଳ ପର୍ଯ୍ୟନ୍ତ ଅଗ୍ନି ସଦୃଶ ଆଭା ଦେଖିଲି ଓ ତାହାଙ୍କ ଚତୁର୍ଦ୍ଦିଗରେ ତେଜ ଥିଲା। Viz kapitola |