ଯିହିଜିକଲ 1:4 - ପବିତ୍ର ବାଇବଲ4 ତା'ପରେ ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନେ ଅଗ୍ନି ଆସିବାର ମୁଁ ଦେଖିଲି। ଆଉ ତାହାର ଚତୁର୍ଦ୍ଦିଗରେ ଉଜ୍ଜ୍ୱଳ ତେଜ ବାହାରୁଥିଲା ଓ ଏହାର ମଧ୍ୟଭାଗ ଏକ ଜ୍ୱଳନ୍ତ ଧାତୁ ସଦୃଶ ଦେଖା ଯାଉଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ ମେଘ ଓ ଜାଜ୍ଵଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା। Viz kapitolaଓଡିଆ ବାଇବେଲ4 ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣି ବାୟୁ ବୃହତ୍ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ମୁଁ ଦୃଷ୍ଟି କଲି, ଆଉ ଦେଖ, ଉତ୍ତର ଦିଗରୁ ଘୂର୍ଣ୍ଣିବାୟୁ ବୃହତ ମେଘ ଓ ଜାଜ୍ୱଲ୍ୟମାନ ଅଗ୍ନି ଆସିଲା, ଆଉ ତାହାର ଚତୁର୍ଦ୍ଦିଗରେ ତେଜ ଓ ତହିଁରେ ମଧ୍ୟସ୍ଥାନରେ ଅଗ୍ନିର ମଧ୍ୟବର୍ତ୍ତୀ ଉତ୍ତପ୍ତ ଧାତୁର ନ୍ୟାୟ ପ୍ରଭା ଥିଲା। Viz kapitola |