ଯିହିଜିକଲ 2:1 - ପବିତ୍ର ବାଇବଲ1 ଅନନ୍ତର ସେ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଉଠ, ମୁଁ ତୁମ୍ଭ ସହିତ କଥା ହେବି।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।” Viz kapitola |