Online Bible

- Reklamy -




ଯିହିଜିକଲ 2:6 - ପବିତ୍ର ବାଇବଲ

6 “ହେ ମନୁଷ୍ୟ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁର୍ପାର୍ଶ୍ୱରେ କଣ୍ଟକ ତୁଲ୍ୟ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ। କିନ୍ତୁ ସେମାନଙ୍କୁ ଭୟ କର ନାହିଁ। ସେମାନେ ଯାହା କୁହନ୍ତି, ସେଥିରେ ଭୟଭୀତ ହୁଅ ନାହିଁ, ସେମାନଙ୍କ ଗ୍ଭହାଣି ଦ୍ୱାରା ଆତଙ୍କିତ ହୁଅ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି ଓ ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍ବିଗ୍ନ ହୁଅ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ-ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ହେ ମନୁଷ୍ୟ-ସନ୍ତାନ, ସତ୍ୟ, ସେମାନେ ତୁମ୍ଭ ନିକଟରେ କାନକୋଳି ଓ କଣ୍ଟକ ତୁଲ୍ୟ ଅଟନ୍ତି, ତୁମ୍ଭେ କଙ୍କଡ଼ାବିଛାମାନଙ୍କ ମଧ୍ୟରେ ବାସ କରୁଅଛ, ତଥାପି ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ କଥାରେ ଭୀତ ହୁଅ ନାହିଁ; ସେମାନେ ବିଦ୍ରୋହୀ ବଂଶ ହେଲେ ହେଁ ତୁମ୍ଭେ ସେମାନଙ୍କ କଥାରେ ଭୀତ ହୁଅ ନାହିଁ, କିଅବା ସେମାନଙ୍କ ଚାହାଣିରେ ଉଦ୍‍ବିଗ୍ନ ହୁଅ ନାହିଁ।

Viz kapitola kopírovat




ଯିହିଜିକଲ 2:6

Následuj nás:

Reklamy


Reklamy