ଯିହିଜିକଲ 2:7 - ପବିତ୍ର ବାଇବଲ7 ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସେମାନଙ୍କୁ କୁହ କାରଣ ସେମାନେ ଅତ୍ୟନ୍ତ ବିଦ୍ରୋହୀ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ସେମାନେ ଅତ୍ୟ; ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ। Viz kapitolaଓଡିଆ ବାଇବେଲ7 ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ଅତ୍ୟନ୍ତ ବିଦ୍ରୋହୀ, ଏହେତୁ ସେମାନେ ଶୁଣନ୍ତୁ, ଅବା ନ ଶୁଣନ୍ତୁ, ତୁମ୍ଭେ ସେମାନଙ୍କୁ ଆମ୍ଭର ବାକ୍ୟସବୁ କୁହ। Viz kapitola |