Online Bible

- Reklamy -




ଯିହିଜିକଲ 3:10 - ପବିତ୍ର ବାଇବଲ

10 ଆହୁରି ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ତୁମ୍ଭେ ସେହିସବୁ କଥା ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।

Viz kapitola kopírovat

ଓଡିଆ ବାଇବେଲ

10 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର।

Viz kapitola kopírovat




ଯିହିଜିକଲ 3:10

Následuj nás:

Reklamy


Reklamy