ଯିହିଜିକଲ 3:12 - ପବିତ୍ର ବାଇବଲ12 ଏହା ପରେ ଆତ୍ମା ମୋତେ ଉପରକୁ ଉଠାଇଲା, ଏବଂ ମୁଁ ମୋର ପଛରେ ଏକ ଶବ୍ଦ ଶୁଣିଲି। ତାହା ଏକ ବଜ୍ର ଧ୍ୱନି ଥିଲା, ଏହା ଶୁଣାଗଲା, “ଧନ୍ୟ ସଦାପ୍ରଭୁଙ୍କର ମହିମା।” Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଉତ୍ତାରେ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତ୍ରେ, ଧନ୍ୟ ସଦାପ୍ରଭୁଙ୍କର ମହିମା, ଏହି କଥା ମହା ଖରତର ଶଦ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି। Viz kapitolaଓଡିଆ ବାଇବେଲ12 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇଲେ, ତହିଁରେ ମୁଁ ଆପଣା ପଶ୍ଚାତରେ, “ଧନ୍ୟ ସଦାପ୍ରଭୁଙ୍କର ମହିମା,” ଏହି କଥା ମହା ଖରତର ଶବ୍ଦର ନ୍ୟାୟ ତାହାଙ୍କ ସ୍ଥାନରୁ ଶୁଣିଲି। Viz kapitola |