ଯିହିଜିକଲ 3:14 - ପବିତ୍ର ବାଇବଲ14 ତା'ପରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲା। ମୁଁ ଦୁଃଖିତ ହୃଦୟରେ କ୍ରୋଧିତ ହୋଇ ଗମନ କଲି ଏବଂ ସଦାପ୍ରଭୁଙ୍କର ହସ୍ତ ମୋତେ ଧରିଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହିଁରେ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା। Viz kapitolaଓଡିଆ ବାଇବେଲ14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ପ୍ରବଳ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ଉପରକୁ ଉଠାଇ ନେଇଗଲେ; ତହୁଁ ମୁଁ ଦୁଃଖିତ ଓ ପରମେଶ୍ୱରଙ୍କ ଆତ୍ମାରେ ତାପିତ ହୋଇ ଗମନ କଲି, ପୁଣି, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ପ୍ରବଳ ଥିଲା। Viz kapitola |